Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:25 - ପବିତ୍ର ବାଇବଲ (Re-edited) - (BSI)

25 ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

25 ସଦାପ୍ରଭୁ କହନ୍ତି, “ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

25 ସଦାପ୍ରଭୁ କହନ୍ତି ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।”

Gade chapit la Kopi




ଯିରିମୀୟ 48:25
12 Referans Kwoze  

ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।


ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର।


ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।


ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟସ୍ଥାନରେ ଥିବାର ବୃହତ୍ ଶୃଙ୍ଗ ପ୍ରଥମ ରାଜା।


ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।


ସେ ପ୍ରଚଣ୍ତ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ଵଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।


କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।


ପୁଣି ରୁବେନ-ସନ୍ତାନଗଣ ହିଷ୍ବୋନ୍ ଓ ଇଲୀୟାଲୀ ଓ କିରୀୟାଥୟିମ୍;


ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷ।


Swiv nou:

Piblisite


Piblisite