Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:3 - ପବିତ୍ର ବାଇବଲ (Re-edited) - (BSI)

3 ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶଦ୍ଦ !

Gade chapit la Kopi

ଓଡିଆ ବାଇବେଲ

3 ହୋରୋନୟିମ ଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!

Gade chapit la Kopi

ପବିତ୍ର ବାଇବଲ

3 ହୋରୋନୟିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।

Gade chapit la Kopi




ଯିରିମୀୟ 48:3
12 Referans Kwoze  

ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।


ହିଶ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ୍ ପର୍ଯ୍ୟନ୍ତ, ଇଗ୍ଲତ୍ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର-ଶଦ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।


କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।


ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ।


କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶଦ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି।


ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ତନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।


ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶଦ୍ଦ ଶୁଣୁ;


ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକ-ମାନଙ୍କର କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି।


ବାବିଲରୁ କ୍ରନ୍ଦନର ରବ ଓ କଲ୍ଦୀୟମାନଙ୍କ ଦେଶରୁ ମହାବିନାଶର ଶଦ୍ଦ ଉଠୁଅଛି !


Swiv nou:

Piblisite


Piblisite