Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:42 - ପବିତ୍ର ବାଇବଲ (Re-edited) - (BSI)

42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।

Gade chapit la Kopi

ଓଡିଆ ବାଇବେଲ

42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।

Gade chapit la Kopi

ପବିତ୍ର ବାଇବଲ

42 ମୋୟାବ ଲୁପ୍ତ ହେବ ଓ ସେ ଏକ ଗୋଷ୍ଠୀ ହୋଇ ରହିବ ନାହିଁ। କାରଣ ସେ ସଦାପ୍ରଭୁଙ୍କଠାରୁ ନିଜକୁ ବଡ଼ ମନେ କରେ।”

Gade chapit la Kopi




ଯିରିମୀୟ 48:42
14 Referans Kwoze  

ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଶ୍ବୋନ୍ରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା।, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ଼୍‍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।


ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ଵକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ ତ।


କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;


ସେଥିରେ ସେ ମୁଖ ଫିଟାଇ ଈଶ୍ଵରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ଵୁ ପୁଣି ସ୍ଵର୍ଗନିବାସୀମାନଙ୍କର ନିନ୍ଦା କଲା।


ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ।


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ଵରଗଣର ଈଶ୍ଵରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ତ ନ ଦେଇ ଛାଡ଼ିବା ନାହିଁ।


ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।


ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


Swiv nou:

Piblisite


Piblisite