Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:5 - ପବିତ୍ର ବାଇବଲ (Re-edited) - (BSI)

5 କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେହେତୁ ହୋରୋନୟିମର ଗଡ଼ାଣି ପଥରେ ସେମାନେ ବିନାଶ ହେତୁ ସଙ୍କଟ ସୂଚକ କ୍ରନ୍ଦନ ଶୁଣିଅଛନ୍ତି।

Gade chapit la Kopi




ଯିରିମୀୟ 48:5
3 Referans Kwoze  

ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।


ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶଦ୍ଦ !


ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକ-ମାନଙ୍କର କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି।


Swiv nou:

Piblisite


Piblisite