Biblia Todo Logo
Bib sou entènèt

- Piblisite -




ଯିରିମୀୟ 5:16 - ପବିତ୍ର ବାଇବଲ (Re-edited) - (BSI)

16 ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେ ସମସ୍ତେ ବୀରପୁରୁଷ।

Gade chapit la Kopi

ଓଡିଆ ବାଇବେଲ

16 ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେ ସମସ୍ତେ ବୀରପୁରୁଷ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।

Gade chapit la Kopi

ପବିତ୍ର ବାଇବଲ

16 ସେମାନଙ୍କର ତୂଣୀର ଖୋଲା କବର ସଦୃଶ, ସେମାନେ ସମସ୍ତେ ବୀର ସୈନିକ।

Gade chapit la Kopi




ଯିରିମୀୟ 5:16
7 Referans Kwoze  

ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ଵଗଣର ଖୁରା ଚକମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରିନ୍ତ


କାରଣ ସେମାନଙ୍କ ମୁଖରେ କିଛି ବିଶ୍ଵସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ଵରୂପ; ସେମାନେ ଜିହ୍ଵାରେ ଚାଟୁବାଦ କରନ୍ତି।


ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ଵାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି;


ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।


ସେ ଆପଣା ତୂଣର ଶର ମୋହର ମର୍ମରେ ପ୍ରବେଶ କରାଇଅଛନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ।


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।


Swiv nou:

Piblisite


Piblisite