ଯିରିମୀୟ 5:2 - ପବିତ୍ର ବାଇବଲ (Re-edited) - (BSI)2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତା; ମିଥ୍ୟାରେ ଶପଥ କରନ୍ତି। Gade chapit laଓଡିଆ ବାଇବେଲ2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି। Gade chapit laପବିତ୍ର ବାଇବଲ2 ସେମାନେ, ‘ଜୀବତ୍ ସଦାପ୍ରଭୁ’ କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।” Gade chapit la |
ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା; ଆଉ, ମାୟାବୀ ଓ ପାରଦାରିକ ଓ ମିଥ୍ୟା ଶପଥକାରୀମାନଙ୍କ ପ୍ରତିକୂଳରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ , ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।