Biblia Todo Logo
Bib sou entènèt

- Piblisite -




ଯିରିମୀୟ 5:30 - ପବିତ୍ର ବାଇବଲ (Re-edited) - (BSI)

30 ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;

Gade chapit la Kopi

ଓଡିଆ ବାଇବେଲ

30 ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;

Gade chapit la Kopi

ପବିତ୍ର ବାଇବଲ

30 ପୁଣି ସଦାପ୍ରଭୁ କହନ୍ତି, “ଏକ ଭୟଙ୍କର ଓ ମର୍ମନ୍ତୁକ ଘଟଣା ଦେଶ ମଧ୍ୟରେ ଘଟିଅଛି।

Gade chapit la Kopi




ଯିରିମୀୟ 5:30
5 Referans Kwoze  

ଆମ୍ଭେ ଇସ୍ରାଏଲ-ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।


ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରା ସମାନ ଅଟନ୍ତି।


ହେ ଆକାଶମଣ୍ତଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।


ହେ ଆକାଶମଣ୍ତଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତିନ୍ତ ଆମ୍ଭେ ସନ୍ତାନ-ଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।


ଏଣୁକରି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟ; ରୋମାଞ୍ଚଜନକ କାର୍ଯ୍ୟ କରିଅଛି।


Swiv nou:

Piblisite


Piblisite