ଯିରିମୀୟ 51:5 - ପବିତ୍ର ବାଇବଲ (Re-edited) - (BSI)5 କାରଣ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ହେଁ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ଵାରା ପରିତ୍ୟକ୍ତ ହୋଇ ନାହାନ୍ତି। Gade chapit laଓଡିଆ ବାଇବେଲ5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Gade chapit laପବିତ୍ର ବାଇବଲ5 ଇସ୍ରାଏଲ ଓ ଯିହୁଦାର ଲୋକମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। ସେମାନେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ୟାଗ କରିଛନ୍ତି, ତଥାପି ସେ ଧର୍ମସ୍ୱରୂପ ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି। Gade chapit la |
ତହିଁରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ଵିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ଵାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନସ୍ଥାନ ପୁନର୍ନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ-ରାଜଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।