Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:57 - ପବିତ୍ର ବାଇବଲ (Re-edited) - (BSI)

57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତି-ଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ, ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।

Gade chapit la Kopi

ଓଡିଆ ବାଇବେଲ

57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।

Gade chapit la Kopi

ପବିତ୍ର ବାଇବଲ

57 ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦେଶାଧ୍ୟକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ପୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହେବେ ଓ କେବେ ଜାଗ୍ରତ ହେବେ ନାହିଁ।” ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

Gade chapit la Kopi




ଯିରିମୀୟ 51:57
20 Referans Kwoze  

ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।


ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ଆଉ ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି।


ଆଉ, ତୁମ୍ଭେ ସେମାନଙ୍କୁ କହିବ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ଼୍‍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।


ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗତିକ ହେବେ ନାହିଁ।


ପୃଥିବୀର ଯେସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହାର ଦାହର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବୋ;


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଶାପଗ୍ରସ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ଅନନ୍ତର ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ତେବେ ମୁଁ କହିଲି, ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି।


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଦାଉଦର ସିଂହାସନୋପବିଷ୍ଟ ରାଜଗଣକୁ ଓ ଯାଜକଗଣକୁ, ଭବିଷ୍ୟଦ୍ବକ୍ତାଗଣକୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।


ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ତରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ଵାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;


ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ଵିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।


Swiv nou:

Piblisite


Piblisite