Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:8 - ପବିତ୍ର ବାଇବଲ (Re-edited) - (BSI)

8 ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ , କେଜାଣି ସେ ସୁସ୍ଥ ହୋଇ ପାରିବ।

Gade chapit la Kopi

ଓଡିଆ ବାଇବେଲ

8 ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।

Gade chapit la Kopi

ପବିତ୍ର ବାଇବଲ

8 ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଛି। ତାହା ପାଇଁ କ୍ରନ୍ଦନ କର, ତାହାର ବେଦନା ପାଇଁ ଔଷଧ ଦିଅ। ସେ ହୁଏତ ସୁସ୍ଥ ହୋଇ ପାରିବ

Gade chapit la Kopi




ଯିରିମୀୟ 51:8
20 Referans Kwoze  

ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।


ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ଵାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, ବାବିଲ ପଡ଼ିଲାନ୍ତ ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା।


ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍, ଦ୍ଵିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ମଦିରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।


ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ, ପୁଣି ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।


ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ଵଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତାସକଳ ବିସ୍ମିତ ହେଲେ।


ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।


ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ଵାଦ ଶୁଣନ୍ତି, ସେସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?


ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।


ଏ ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।


ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେଦିନ!


ଶେଶକ୍ କିପରି ପରହସ୍ତଗତ ହୋଇଅଛି ! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍ ଧରା ପଡ଼ିଅଛି ! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ଵଂସସ୍ଥାନ ହୋଇଅଛି !


ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।


ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ଵାସ୍ଥ୍ୟଲାଭ କରୁ ନାହିଁ?


ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।


ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ।


Swiv nou:

Piblisite


Piblisite