Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:2 - ପବିତ୍ର ବାଇବଲ (Re-edited) - (BSI)

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

Gade chapit la Kopi

ଓଡିଆ ବାଇବେଲ

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

Gade chapit la Kopi

ପବିତ୍ର ବାଇବଲ

2 ହେ ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟା, ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।

Gade chapit la Kopi




ଯିରିମୀୟ 6:2
7 Referans Kwoze  

କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘନିଶ୍ଵାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ର୍ଛିତ ହେଲା।


ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭ ନିକଟରେ କେଉଁ ସାକ୍ଷ୍ୟ ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ଵନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ?


ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ଵର୍ଗରୁ ପୃଥିବୀକି ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।


ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ଵାର-ମାନଙ୍କରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ହେତୁରୁ ଆପଣା ତଳିପା ଭୂମିରେ ରଖିବାକୁ ଭରସେ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ଵାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;


ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ତରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ଵନ କରନ୍ତି।


Swiv nou:

Piblisite


Piblisite