Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:23 - ପବିତ୍ର ବାଇବଲ (Re-edited) - (BSI)

23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସେମାନେ ଅଶ୍ୱାରୋହଣ କରନ୍ତି। ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।”

Gade chapit la Kopi




ଯିରିମୀୟ 6:23
21 Referans Kwoze  

ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।


ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।


ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେ ସମସ୍ତେ ବୀରପୁରୁଷ।


ଅଶ୍ଵାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।


ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ଵରୂପ ହେବ; ତାହାର ଅଶ୍ଵଗଣ ଉତ୍କୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।


ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁର; ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକି ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;


ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।


ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ଵନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି !


ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।


ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।


ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରା; ସୀମାରୁ ଏକ ମହାତୋଫାନ ଉଠିବ।


ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।


Swiv nou:

Piblisite


Piblisite