Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:6 - ପବିତ୍ର ବାଇବଲ (Re-edited) - (BSI)

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।

Gade chapit la Kopi

ଓଡିଆ ବାଇବେଲ

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।

Gade chapit la Kopi

ପବିତ୍ର ବାଇବଲ

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି, “ବୃକ୍ଷସବୁ କାଟ ଏବଂ ରାସ୍ତାରୋଧକ କାଠଗଣ୍ଡି ଯିରୁଶାଲମ ବିରୁଦ୍ଧରେ ନିର୍ମାଣ କର। ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ। ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।

Gade chapit la Kopi




ଯିରିମୀୟ 6:6
15 Referans Kwoze  

ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ଯେଣୁ ତୋʼ ଉପରେ କୃପାଦୃଷ୍ଟିର ସମୟ ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,


ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।


ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।


କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।


କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜଗଣର ଯେସକଳ ଗୃହ ବନ୍ଧ ଓ ଖଡ଼୍‍ଗ ବିରୁଦ୍ଧରେ ଆଶ୍ରୟ ସ୍ଵରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;


ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି।


ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ।


ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।


ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?


ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁଣ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?


କାରଣ ମୁଁ ଯେତେଥର କଥା କହେ, ସେତେଥର କ୍ରନ୍ଦନ କରେ; ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚ ସ୍ଵର କରେ; କାରଣ ସଦାପ୍ରଭୁଙ୍କର ବାକ୍ୟ ମୋʼ ପ୍ରତି ଦିନଯାକ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।


ଅନନ୍ତର ଯିହୁଦାର ରାଜା ସିଦିକୀୟର ଅଧିକାରର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;


Swiv nou:

Piblisite


Piblisite