ଯିରିମୀୟ 7:6 - ପବିତ୍ର ବାଇବଲ (Re-edited) - (BSI)6 ଯେବେ ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ; Gade chapit laଓଡିଆ ବାଇବେଲ6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ; Gade chapit laପବିତ୍ର ବାଇବଲ6 ତୁମ୍ଭେମାନେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ୟବହାର କରିବ, ଯଦି ତୁମ୍ଭେମାନେ ଏ ସ୍ଥାନରେ ନିର୍ଦ୍ଦୋଷମାନଙ୍କୁ ହତ୍ୟା ନ କରିବ, ଯଦି ତୁମ୍ଭେମାନେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବତାମାନଙ୍କୁ ଅନୁସରଣ ନ କର, Gade chapit la |
ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା; ଆଉ, ମାୟାବୀ ଓ ପାରଦାରିକ ଓ ମିଥ୍ୟା ଶପଥକାରୀମାନଙ୍କ ପ୍ରତିକୂଳରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ , ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।