ଯିରିମୀୟ 7:9 - ପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ, Gade chapit laଓଡିଆ ବାଇବେଲ9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ, Gade chapit laପବିତ୍ର ବାଇବଲ9 ତୁମ୍ଭେମାନେ କ’ଣ ଗ୍ଭେରି, ନରହତ୍ୟା, ବ୍ୟଭିଗ୍ଭର, ମିଥ୍ୟାଶପଥ, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାନ ଓ ତୁମ୍ଭେମାନେ ଜାଣି ନ ଥିବା ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ? Gade chapit la |
ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା; ଆଉ, ମାୟାବୀ ଓ ପାରଦାରିକ ଓ ମିଥ୍ୟା ଶପଥକାରୀମାନଙ୍କ ପ୍ରତିକୂଳରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ , ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।