Biblia Todo Logo
Bib sou entènèt

- Piblisite -




ଯିରିମୀୟ 8:1 - ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ କହନ୍ତି, ସେସମୟରେ ଲୋକମାନେ ଯିହୁଦାର ରାଜଗଣର ଅସ୍ଥି ଓ ତାହାର ଅଧିପତି- ଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍-ବକ୍ତାଗଣର ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍‍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ କହନ୍ତି, ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍‍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ କହନ୍ତି, “ସେ ସମୟରେ ଲୋକମାନେ ଯିହୁଦାର ରାଜାଗଣଙ୍କର, ତା'ର ଅଧିପତିମାନଙ୍କର, ଯାଜକଗଣଙ୍କର, ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଓ ଯିରୁଶାଲମ ନିବାସୀଗଣର ଅସ୍ଥିସବୁ ସେମାନଙ୍କ କବରରୁ ବାହାର କରିବେ।

Gade chapit la Kopi




ଯିରିମୀୟ 8:1
12 Referans Kwoze  

ଆଉ, ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥି ସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।


ସଦାପ୍ରଭୁ ଏହି କଥା କହନ୍ତି, ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତଣ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;


ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ଓ ତାହାଙ୍କ ଆତ୍ମାରେ ସେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।


ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।


ଏଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠା ପର୍ବତସ୍ଥିତ କବରମାନ ଦେଖିଲେ; ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ଵରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।


ପୁଣି ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚୈଃସ୍ଵର କରି କହିଲା, ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ଵଳାଉଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।


ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ।


ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।


ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ଼୍‍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।


ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ଵଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟ-ପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇ ଦେବା।


Swiv nou:

Piblisite


Piblisite