Biblia Todo Logo
Bib sou entènèt

- Piblisite -




ଯିରିମୀୟ 8:17 - ପବିତ୍ର ବାଇବଲ (Re-edited) - (BSI)

17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

17 “ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

17 “ହେ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ ଓ କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ। ସେମାନଙ୍କୁ କେହି ଅଟକାଇ ପାରିବେ ନାହିଁ।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 8:17
9 Referans Kwoze  

ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।


ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ଵାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।


ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ଦାହକ-ସର୍ପଣ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।


କାରଣ ଅଶ୍ଵମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ଦ୍ଵାରା ସେମାନେ କ୍ଷତି କରନ୍ତି।


ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ।


କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେ ଦିନ ତତ୍ତୁଲ୍ୟ) ଯିରି. ୪୮:୪୪


ହେ ପଲେଷ୍ଟୀୟେ, ଯେଉଁ ଦଣ୍ତ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ।


Swiv nou:

Piblisite


Piblisite