Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:5 - ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ଵାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ସେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ କେବେ ସତ୍ୟକଥା କହିବେ ନାହିଁ। ସେମାନେ ମିଥ୍ୟା କହିବାକୁ ନିଜ ନିଜ ଜିହ୍ୱାକୁ ଶିଖାଇଅଛନ୍ତି। ଥକିବା ପର୍ଯ୍ୟନ୍ତ ସେମାନେ ମନ୍ଦକର୍ମ କରନ୍ତି।

Gade chapit la Kopi




ଯିରିମୀୟ 9:5
32 Referans Kwoze  

ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳା; କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ନ ହୁଅଇ?


ସେସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ଵା ପ୍ରବଞ୍ଚକ।


ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳା; ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳା; ହେଲ ନାହିଁ।


କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ଵା ପସନ୍ଦ କରୁଅଛ।


ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ;


ଅତଏବ, ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।


ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳା; କରିଅଛୁ? ଆମ୍ଭ ପ୍ରତିକୂଳରେ ସାକ୍ଷ୍ୟ ଦିଅ।


ସେ ପରିଶ୍ରମ କରି କରି ଆପଣାକୁ କ୍ଳା; କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ଵାରା ଯାଏ ନାହିଁ।


ସେମାନଙ୍କର ଜିହ୍ଵା ପ୍ରାଣନାଶକ ତୀର ସ୍ଵରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।


ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ଵାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ , ଏହା ସଦାପ୍ରଭୁ କହନ୍ତି।


ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !


ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।


ସେମାନେ ସର୍ପ ପରି ଆପଣା ଆପଣା ଜିହ୍ଵା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା


ସେମାନେ ଖଡ଼୍‍ଗ ପରି ଆପଣା ଜିହ୍ଵା ଶାଣିତ କରିଅଛନ୍ତି


ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ଵା ପ୍ରବଞ୍ଚନା କଳ୍ପନା କରେ।


ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରା; ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।


ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ?


ପୁଣି ଦ୍ଵାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ଵାର ଖୋଜୁ ଖୋଜୁ ପରିଶ୍ରା; ହେଲେ।


ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। [ସେଲା


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।


କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ଵାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ଵାସ କର ନାହିଁ।


ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳା; ହେବେ।


ଆଉ, ତୁମ୍ଭେ କହିବ, ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳା; ହେବେ। ଯିରିମୀୟଙ୍କ ବାକ୍ୟ ଏତିକି।


ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ଵର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତିଣ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ଵାସଘାତକତା କରୁଅଛୁ?


ପୁଣି ସେହି କାଳର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଜ୍ଞାତ ନୋହିଲେ, କି ଇସ୍ରାଏଲ ପକ୍ଷରେ ତାହାଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।


ଧାର୍ମିକମାନଙ୍କର ସଙ୍କଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ପଟୁ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


Swiv nou:

Piblisite


Piblisite