ଯିହୋଶୂୟ 10:3 - ପବିତ୍ର ବାଇବଲ (Re-edited) - (BSI)3 ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନର ଦବୀର ରାଜାର ନିକଟକୁ କହି ପଠାଇଲା, Gade chapit laଓଡିଆ ବାଇବେଲ3 ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା, Gade chapit laପବିତ୍ର ବାଇବଲ3 ଆଦୋନିଷେଦକ୍, ଯିରୁଶାଲମର ରାଜା ହିବ୍ରୋଣର ରାଜା ହୋହମ୍ ଓ ଯର୍ମୂତର ରାଜା କିରାମ୍ ଓ ଲାଖୀଶ୍ର ରାଜା ଯାଫିୟ ଓ ଇଗ୍ଲୋନ ରାଜା ଦବୀର ନିକଟକୁ କହି ପଠାଇଲା। Gade chapit la |