Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:7 - ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ଯିହୋଶୂୟ ତାଙ୍କର ସମସ୍ତ ସୈନ୍ୟ ଓ ମହା ବିକ୍ରମଶାଳୀ ଯୋଦ୍ଧା ସହିତ ଗି‌ଲ୍‌ଗ‌ଲ୍‌ରୁ ଯାତ୍ରା କଲେ।

Gade chapit la Kopi




ଯିହୋଶୂୟ 10:7
5 Referans Kwoze  

ଅନନ୍ତର ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।


ତହିଁରେ ସେ ପବିତ୍ର ଆଶ୍ରୟ ସ୍ଵରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ପାଶ ଓ ଫାନ୍ଦ ସ୍ଵରୂପ ହେବେ।


ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରା; ବୋଲି କହିବେ; ତୁମ୍ଭେମାନେ ସେସବୁକୁ ଚକ୍ରା; ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।


ଏଥିରେ ଗିବିୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସ-ମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।


ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ।


Swiv nou:

Piblisite


Piblisite