Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 12:2 - ପବିତ୍ର ବାଇବଲ (Re-edited) - (BSI)

2 ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ସୀହୋନ୍ ରାଜା, ସେ ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ

Gade chapit la Kopi

ଓଡିଆ ବାଇବେଲ

2 ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ

Gade chapit la Kopi

ପବିତ୍ର ବାଇବଲ

2 ହି‌ଷ୍‌ବୋନ ନିବାସୀ ଇମୋରୀୟମାନଙ୍କର ସହରର ସୀହୋନ ରାଜାଙ୍କୁ ପରାସ୍ତ କଲେ ଓ ଅର୍ଣ୍ଣୋନ ଗିରି ସଙ୍କଟ ନିକଟସ୍ଥ ଆରେୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲିୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବୋକ୍ ନଦୀ ପର୍ଯ୍ୟନ୍ତ ଶାସନ କଲେ।

Gade chapit la Kopi




ଯିହୋଶୂୟ 12:2
12 Referans Kwoze  

ଅନନ୍ତର ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।


ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।


ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ୍ ଦେଶ, ଅର୍ଥାତ୍, ହିଷ୍ବୋନ୍ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।


ସେମାନେ ଅର୍ଣ୍ଣୋନ୍‍ଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।


ତହିଁରେ ଅମ୍ମୋନ୍-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ନିର୍ବିରୋଧରେ ତାହା ଫେରାଇ ଦିଅ।


ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍ମୀୟୋନ୍ ପର୍ଯ୍ୟନ୍ତ ବାସ କଲା।


ହେ ଅରୋୟର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ଵରେ ଠିଆହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକି ପଚାର; କଅଣ କରା ଯାଇଅଛି କୁହ?


ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍ ନିବାସୀ ବାଶନର ରାଜା ଓଗକୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


Swiv nou:

Piblisite


Piblisite