Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:5 - ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ୍।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ଗିବ୍‍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭେ ଏପର୍ଯ୍ୟନ୍ତ ଗିବଲିୟମାନଙ୍କ ଦେଶକୁ ପରାସ୍ତ କରି ନାହଁ। ଏବଂ ହର୍ମୋଣ ପର୍ବତର ତଳସ୍ଥିତ ବା‌ଲ୍‌ଗା‌ଦ୍‌ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ପୂର୍ବ ଦିଗସ୍ଥ ସମସ୍ତ ଲିବାନୋନ୍। ଏମାନଙ୍କୁ ପରାସ୍ତ କରିବ।

Gade chapit la Kopi




ଯିହୋଶୂୟ 13:5
14 Referans Kwoze  

ଆଉ ଶଲୋମନଙ୍କର ଓ ହୀରମର ରାଜମିସ୍ତ୍ରୀ-ମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ-ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।


ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନ୍ର ସମସ୍ଥଳୀସ୍ଥିତ ବାଲ୍ଗାଦ୍ଠାରୁ ସେୟୀରଗାମୀ ହାଲକ୍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ


ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।


ଗବାଲ ଓ ଅମ୍ମୋନ୍ ଓ ଅମାଲେକ୍ ଓ ସୋର-ନିବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।


ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।


ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ।


ତୁମ୍ଭେମାନେ କଲନୀକି ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ; ସେସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?


କଲ୍ନୋ କି କର୍କମୀଶ୍ର ତୁଲ୍ୟ ନୁହେଁ? ହମାତ୍ କି ଅର୍ପଦର ତୁଲ୍ୟ ନୁହେଁ? ଶମରୀୟା କି ଦାମାସ୍କସ୍ ତୁଲ୍ୟ ନୁହେଁ?


ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ୍ ଦେଖିବାକୁ ଦିଅ।


ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର।


ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତରପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।


ଅର୍ଥାତ୍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟ-ମାନଙ୍କ ଓ ହିତ୍ତୀୟମାନଙ୍କ ଓ ପିରିଷୀୟ-ମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପି ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।


ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଉତ୍ସବ କଲେ।


ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା କତିକି ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ତାଜ୍ଞା କଲା।


Swiv nou:

Piblisite


Piblisite