Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:9 - ପବିତ୍ର ବାଇବଲ (Re-edited) - (BSI)

9 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,

Gade chapit la Kopi

ଓଡିଆ ବାଇବେଲ

9 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,

Gade chapit la Kopi

ପବିତ୍ର ବାଇବଲ

9 ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି।

Gade chapit la Kopi




ଯିହୋଶୂୟ 13:9
15 Referans Kwoze  

ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି ;


ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ଵଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”


ଅର୍ଥାତ୍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍ ଦୀବୋନ, ନବୋ ଓ ବୈଥ୍ଦିବ୍ଳାଥୟିମଣ:


ହେ ଦୀବୋନ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ଵର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।


ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ତନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।


ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ସୀହୋନ୍ ରାଜା, ସେ ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ


ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ୍-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ ନଦୀ ପର୍ଯ୍ୟନ୍ତ;


ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି।


ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।


ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,


ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;


ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ, ତହୁଁ ଯାସେର ପର୍ଯ୍ୟନ୍ତ ଛାଉଣି ସ୍ଥାପନ କଲେ;


ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।


ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍, କିରୀୟଥ୍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍ସେଲ ଓ ତହିଁର ଗ୍ରାମରେ;


ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।


Swiv nou:

Piblisite


Piblisite