Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:3 - ପବିତ୍ର ବାଇବଲ (Re-edited) - (BSI)

3 ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସିନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

Gade chapit la Kopi

ଓଡିଆ ବାଇବେଲ

3 ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

Gade chapit la Kopi

ପବିତ୍ର ବାଇବଲ

3 ଏହି ସୀମା ଦକ୍ଷିଣ ଦିଗର ଅକ୍ରବ୍ଦୀମ ଘାଟି ଦେଇ ସିନ୍ ପର୍ଯ୍ୟନ୍ତ ଗଲା। ପୁଣି ଦକ୍ଷିଣରେ କାଦେଶ ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା ତହିଁ ହିଷ୍ରୋଣ ଦେଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

Gade chapit la Kopi




ଯିହୋଶୂୟ 15:3
7 Referans Kwoze  

ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।


ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା।


ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ।


ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ପ୍ରଥମ ମାସରେ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।


ପୁଣି ସେମାନେ ସେ ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।


ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଗଣ. ୩୪:୩,୪


ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।


Swiv nou:

Piblisite


Piblisite