Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 16:1 - ପବିତ୍ର ବାଇବଲ (Re-edited) - (BSI)

1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।

Gade chapit la Kopi

ଓଡିଆ ବାଇବେଲ

1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍‍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍‍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।

Gade chapit la Kopi

ପବିତ୍ର ବାଇବଲ

1 ଯୋଷେଫଙ୍କର ପରିବାରବର୍ଗ ଏହି ଦେଶ ପାଇଲେ, ଯାହାକି ଯର୍ଦ୍ଦନ ନଦୀ ନିକଟସ୍ଥ ଯିରୀହୋଠାରୁ ଆରମ୍ଭ କରି ଯିରୀହୋର ଜଳ ନିକଟବର୍ତ୍ତୀ ଯାଏ ବ୍ୟାପିଥିଲା। ଏହାର ସୀମା ଯିରୀହୋଠାରୁ ପର୍ବତମୟ ଦେଶ ବୈଥେଲ୍ ପର୍ଯ୍ୟନ୍ତ ବିସ୍ତୃତ ଥିଲା।

Gade chapit la Kopi




ଯିହୋଶୂୟ 16:1
10 Referans Kwoze  

ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ଵ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବୈଥାବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।


ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ।


ପ୍ରାନ୍ତରରେ ବୈଥ୍-ଅରାବା, ମିଦ୍ଦୀନ୍ ଓ ସକାଖା


ଓ ଅରୋୟେର ଓ ଶିଫ୍ମୋତ୍ ଓ ଇଷ୍ଟିମୋୟ ;


ପୁଣି ଯୋଷେଫ ଓ ବିନ୍ୟାମିନ ରାହେଲର ସନ୍ତାନ;


ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ।


ଅନନ୍ତର ଯୋଷେଫ-ବଂଶ ମଧ୍ୟ ବୈଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।


ସେତେବେଳେ ଯୋଷେଫ-ବଂଶ ବୈଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ଥିଲା।


ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ।


Swiv nou:

Piblisite


Piblisite