Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:2 - ପବିତ୍ର ବାଇବଲ (Re-edited) - (BSI)

2 ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରାୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରୀୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରୀୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ଏହି ଭୂମି ମଧ୍ୟ ମନଃଶିର ଅନ୍ୟ ବଂଶଧରମାନେ ପାଇଲେ। ସେ ବଂଶଧରମାନେ ଥିଲେ, ଅବୀୟେଷର ସନ୍ତାନଗଣ, ହେଲେକ ସନ୍ତାନଗଣ, ଅସ୍ରୀୟେଲ ସନ୍ତାନଗଣ, ଶେଖମ ସନ୍ତାନଗଣ, ହେଫର ସନ୍ତାନଗଣ ଓ ଶମୀଦା ସନ୍ତାନଗଣ ବାଣ୍ଟି ନେଲେ। ଏମାନେ ସେମାନଙ୍କର ନିଜ ନିଜ ବଂଶାନୁସାରେ ଯୋଷେଫଙ୍କର ପୁତ୍ର ମନଃଶିର ପୁତ୍ର ସନ୍ତାନମାନେ ଥିଲେ।

Gade chapit la Kopi




ଯିହୋଶୂୟ 17:2
6 Referans Kwoze  

ଆଉ ତାହାର ଭଗିନୀ ହମ୍ମୋଲେକତ୍, ଇଶ୍ହୋଦ ଓ ଅବୀୟେଷର ଓ ମହଲାକୁ ପ୍ରସବ କଲା।


ଏଥିରେ ସେ ସେମାନଙ୍କୁ କହିଲେ, ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେସରର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?


ଅନନ୍ତର ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶର ଅଧିକାରସ୍ଥିତ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ତତ୍କାଳେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟ-ମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ତ ଭିତରେ ତାହା ମଳୁଥିଲେ।


ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।


ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍‍କା ଓ ତିର୍ସା।


Swiv nou:

Piblisite


Piblisite