Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:16 - ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି ସେ ସେମାନଙ୍କୁ କହିଲା, “କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।”

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ସେ ସ୍ତ୍ରୀଲୋକଟି କହିଲା, “ପର୍ବତମୟ ଦେଶ ମଧ୍ୟକୁ ଯାଅ ରାଜାଙ୍କର ଲୋକମାନେ ହଠାତ୍ ତୁମ୍ଭକୁ ପାଇବାକୁ ସକ୍ଷମ ହେବେ ନାହିଁ। ସେଠାରେ ତିନି ଦିନ ଲୁଚି ରୁହ, ଯେତେବେଳେ ରାଜାଙ୍କର ଲୋକମାନେ ଫେରି ଆସିବେ ତୁମ୍ଭେମାନେ ତୁମ୍ଭ ବାଟରେ ଗ୍ଭଲିଯିବ।”

Gade chapit la Kopi




ଯିହୋଶୂୟ 2:16
6 Referans Kwoze  

ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଦୂତମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ ନାହିଁ?


ଅନନ୍ତର ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ଵେଷଣ କଲେ, ମାତ୍ର ପରମେଶ୍ଵର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ ।


ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?


ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।


ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବାଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।


ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର-ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।


Swiv nou:

Piblisite


Piblisite