Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:7 - ପବିତ୍ର ବାଇବଲ (Re-edited) - (BSI)

7 ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ଵାର ବନ୍ଦ କଲେ।

Gade chapit la Kopi

ଓଡିଆ ବାଇବେଲ

7 ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ୱାର ବନ୍ଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ଲୋକମାନେ ନଗର-ଦ୍ୱାର ବନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ସେହି ଲୋକମାନେ ଗୁପ୍ତଚର ପଛରେ ଗୋଡ଼ାଇ ଗୋଡ଼ାଇ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ। ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ନଗରବାସୀଗଣ ନଗରଦ୍ୱାର ବନ୍ଦ କଲେ।

Gade chapit la Kopi




ଯିହୋଶୂୟ 2:7
6 Referans Kwoze  

ପୁଣି ସେ ସେମାନଙ୍କୁ କହିଲେ, ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟ-ମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ପ୍ରତିକୂଳରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।


ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ ରୂପେ ରୁଦ୍ଧ ହୋଇଅଛି ଓ ଦ୍ଵାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ଵାର ଫିଟାନ୍ତେ, ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ।


ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ? ଯେବେ ସେ କହିଲା, ନା;


ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ଵାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ବେଗେ ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।


ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।


ଆଉ ଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,


Swiv nou:

Piblisite


Piblisite