Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 20:3 - ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।

Gade chapit la Kopi

ପବିତ୍ର ବାଇବଲ

3 ଯଦି କୌଣସି ନରହତ୍ୟାକାରୀ ଭୁଲରେ ଓ ଅଜ୍ଞାତସାରରେ କାହାକୁ ବଧ କରେ ସେ ସେହି ନିରାପଦ ସହରକୁ ପଳାଇ ଯାଇପାରେ। ତେଣୁ ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।

Gade chapit la Kopi




ଯିହୋଶୂୟ 20:3
8 Referans Kwoze  

ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ଭ୍ରାନ୍ତିରେ ପାପ କରେ;


ପୁଣି ନରହତ୍ୟାକାରୀ ବିଚାରାର୍ଥେ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟସ୍ଥାନ ହେବ;


ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।


ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ଵାରର ପ୍ରବେଶ-ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ।


ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକି ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।


ମାତ୍ର ଯେବେ କେହି ଶତ୍ରୁତା ବିନା ହଠାତ୍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,


ତହିଁରେ ସେ ସ୍ତ୍ରୀ କହିଲେ, ରକ୍ତର ପ୍ରତିହନ୍ତା ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ। ତହୁଁ ରାଜା କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ଵରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ଦ୍ଵାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


Swiv nou:

Piblisite


Piblisite