Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:1 - ପବିତ୍ର ବାଇବଲ (Re-edited) - (BSI)

1 ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିୟାସର ଯାଜକଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶ-ସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁଆସିଲେ;

Gade chapit la Kopi

ଓଡିଆ ବାଇବେଲ

1 ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶ ସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ।

Gade chapit la Kopi




ଯିହୋଶୂୟ 21:1
9 Referans Kwoze  

କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ,


ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ଵୁଦ୍ଵାର ନିକଟରେ ଗୁଲିବାଣ୍ଟ ଦ୍ଵାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।


ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।


ପୁଣି ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସକୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।


ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ ଓ ହିଷ୍ରୋଣ୍ ଓ କର୍ମ୍ମି; ଏମାନେ ରୁବେନର ବଂଶ।


ସେମାନଙ୍କ କ୍ରୋଧ, ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ତ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।


ଅନନ୍ତର ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,


ପୁଣି ଇସ୍ରାଏଲ-ସନ୍ତାନଗଣର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।


Swiv nou:

Piblisite


Piblisite