Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:2 - ପବିତ୍ର ବାଇବଲ (Re-edited) - (BSI)

2 ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”

Gade chapit la Kopi

ପବିତ୍ର ବାଇବଲ

2 ଏହା ଏପରି ହେଲା କିଣାନ ଦେଶସ୍ଥ ଶୀଲୋ ନଗରରେ ଲେବୀୟର ଶାସକଗଣ ତାହାଙ୍କୁ କହିଲେ, “ସଦାପ୍ରଭୁ ମୋଶାଙ୍କୁ ଆଦେଶ ଦେଇଛନ୍ତି। ସେ ଏହିପରି ଆଦେଶ ଦେଇଛନ୍ତି ଯେ, ତୁମ୍ଭେ ଆମ୍ଭକୁ ରହିବା ପାଇଁ ଏକ ସହର ଦିଅ। ଏବଂ ସେ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଯେ, ତୁମ୍ଭେ ଆମ୍ଭକୁ ଭୂମି ଦେବ, ଯେଉଁଠାରେ ଆମ୍ଭର ପଶୁମାନେ ଚରାବୁଲା କରି ପାରିବେ।”

Gade chapit la Kopi




ଯିହୋଶୂୟ 21:2
9 Referans Kwoze  

ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ଵୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।


କିନ୍ତୁ ଯେ ଈଶ୍ଵରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।


ଆଉ ଯାତ୍ରା ନିମନ୍ତେ ଝୋଲି କିମ୍ଵା ଦୁଇଟି ଅଙ୍ଗରଖା ଅବା ଯୋତା କିମ୍ଵା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।


ମାତ୍ର ଲେବୀୟମାନଙ୍କର ନଗରମାନ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।


ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।


ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ଏହି ନଗର ଓ ତହିଁର ତଳିଭୂମି ଦେଲେ।


Swiv nou:

Piblisite


Piblisite