Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 3:4 - ପବିତ୍ର ବାଇବଲ (Re-edited) - (BSI)

4 ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ।

Gade chapit la Kopi

ଓଡିଆ ବାଇବେଲ

4 ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇଯାଇ ନାହଁ।”

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସେମାନଙ୍କର ଅଧିକ ନିକଟବର୍ତ୍ତୀ ହେବ ନାହିଁ। ତାଙ୍କ ପଛରେ 2,000 ହାତ ପର୍ଯ୍ୟନ୍ତ ତୁମ୍ଭ ଓ ନିୟମ-ସିନ୍ଦୁକ ମଧ୍ୟରେ ବ୍ୟବଧାନରେ ରହିବ। ତୁମ୍ଭେ ଏ ବାଟ ଦେଇ ଆଗରୁ ଯାଇ ନାହଁ। କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଅନୁସରଣ କର, ତେବେ ତୁମ୍ଭେମାନେ ଜାଣି ପାରିବ ଯେ, ତୁମ୍ଭେମାନେ କେଉଁ ରାସ୍ତାରେ ଯିବା ଉଚିତ୍।”

Gade chapit la Kopi




ଯିହୋଶୂୟ 3:4
12 Referans Kwoze  

ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି?


ଗତ କାଳରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ।


ତହୁଁ ସେ କହିଲେ, ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।


ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।


ଅନନ୍ତର ମୋଶା ସଦାପ୍ରଭୁଙ୍କୁ କହିଲେ, ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ଵ ଅଟେ।


ପୁଣି ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।


କାରଣ ତୋଫତ୍ (ଅଗ୍ନିକୁଣ୍ତ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ଵଳିତ କରେ।


ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।


ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।


ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।


ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ, ଏହି କଥା କହନ୍ତି; ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।


Swiv nou:

Piblisite


Piblisite