Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:4 - ପବିତ୍ର ବାଇବଲ (Re-edited) - (BSI)

4 ତେବେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;

Gade chapit la Kopi

ଓଡିଆ ବାଇବେଲ

4 ତେବେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତେବେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ଯିହୋଶୂୟ ବାରଟି ଗୋଷ୍ଠୀବର୍ଗରୁ ବାର ଜଣଙ୍କୁ ବାଛିଲେ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ। ତା'ପରେ ସେ ସେହି ବାର ଜଣ ଲୋକଙ୍କୁ ଗୋଟିଏ ଜାଗାରେ ଏକତ୍ର କଲେ।

Gade chapit la Kopi




ଯିହୋଶୂୟ 4:4
5 Referans Kwoze  

ତୁମ୍ଭେମାନେ ଲୋକମାନଙ୍କର ଏକ ଏକ ବଂଶ ମଧ୍ୟରୁ ଏକ ଏକ ଜଣ, ଏରୂପେ ବାର ଜଣ ଗ୍ରହଣ କରି


ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାର ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।


ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;


ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।


Swiv nou:

Piblisite


Piblisite