ଯିହୋଶୂୟ 4:6 - ପବିତ୍ର ବାଇବଲ (Re-edited) - (BSI)6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ, Gade chapit laଓଡିଆ ବାଇବେଲ6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କ’ଣ ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବ, ପୁଣି ‘ତୁମ୍ଭମାନଙ୍କର ଏସବୁ ପଥର କʼଣ?’ ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ, Gade chapit laପବିତ୍ର ବାଇବଲ6 ସେହି ଶିଳାଗୁଡ଼ିକ ତୁମ୍ଭମାନଙ୍କର ଏକ ପ୍ରତୀକ ହୋଇ ରହିବ। ଭବିଷ୍ୟତରେ ଯେତେବେଳେ ତୁମ୍ଭର ପିଲାମାନେ ଉତ୍ସୁକ ହୋଇ ତୁମ୍ଭକୁ ପଗ୍ଭରିବେ, ‘ଏହି ପଥରଗୁଡ଼ିକ ତୁମ୍ଭ ପାଇଁ କ’ଣ?’ Gade chapit la |
ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ଵାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।