Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:9 - ପବିତ୍ର ବାଇବଲ (Re-edited) - (BSI)

9 ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।

Gade chapit la Kopi

ଓଡିଆ ବାଇବେଲ

9 ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।

Gade chapit la Kopi

ପବିତ୍ର ବାଇବଲ

9 ଯିହୋଶୂୟ ଯର୍ଦ୍ଦନ ନଦୀର ମଝିରେ ବାର ଖଣ୍ତ ପଥର ବସାଇଲେ। ଯେଉଁଠାରେ ବାର ଜଣ ଯାଜକ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ଧରି ଠିଆ ହୋଇଥିଲେ। ଯାହାକି ଆଜି ପର୍ଯ୍ୟନ୍ତ ପଥରଖଣ୍ତଗୁଡ଼ିକ ସେହି ସ୍ଥାନରେ ଅଛି।

Gade chapit la Kopi




ଯିହୋଶୂୟ 4:9
16 Referans Kwoze  

ତହିଁରେ ଶାମୁୟେଲ ଖଣ୍ତେ ପଥର ନେଇ ମିସ୍ପୀ ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।


ପୁଣି ସେହି ସାଙ୍ଗୀ ଏତେ ଲମ୍ଵ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।


ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ପ୍ରବାସ କରୁଅଛନ୍ତି।)


ପୁଣି ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।


ଏଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୁସ୍ ରଖିଲା; ତହିଁର ସେହି ନାମ ଆଜିଯାଏ ଅଛି।


ଅନନ୍ତର ଯିହୋଶୂୟ ସେହି ସକଳ କଥା ପରମେଶ୍ଵରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍ ବୃକ୍ଷ ମୂଳେ ସ୍ଥାପନ କଲେ।


ପୁଣି ସେ ମୋୟାବ ଦେଶରେ ବୈତ୍ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ।


ଏହି ମଣି ଇସ୍ରାଏଲ-ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ଵାଦଶ ହେବ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ଵାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧୀୟ ଦୁଇ ଖଣ୍ତ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।


ଅନନ୍ତର ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।


ଏହେତୁ ସେ ସେହି କୂପର ନାମ ଶେବା ରଖିଲେ, ପୁଣି ଆଜିଯାଏ ସେହି ସ୍ଥାନର ନଗର ବେରଶେବା ନାମରେ ଖ୍ୟାତ ଅଟେ।


ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।


ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି।


ପୁଣି ଯେଉଁ ଯାକୁବ ନିକଟରେ ତୁମ୍ଭର ନାମ ଇସ୍ରାଏଲ ହେବ ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।


ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।


Swiv nou:

Piblisite


Piblisite