Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:3 - ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।

Gade chapit la Kopi

ପବିତ୍ର ବାଇବଲ

3 ପ୍ରତ୍ୟେକ ଦିନ ଥରେ ସମସ୍ତ ଯୋଦ୍ଧା ନଗର ଗ୍ଭରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାର ତୁମ୍ଭେମାନେ ଛଅ ଦିନ ଧରି କରିବା ଉଚିତ୍।

Gade chapit la Kopi




ଯିହୋଶୂୟ 6:3
9 Referans Kwoze  

ମାତ୍ର ମହାଶକ୍ତି ଯେ ଈଶ୍ଵରଙ୍କର, ପୁଣି ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;


କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ଵରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।


ଏଥିରେ ସେମାନେ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଅଗ୍ରସର ହୋଇ ନଗର ବେଷ୍ଟନ କର ଓ ସସଜ୍ଜ ଲୋକେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖବର୍ତ୍ତୀ ହୋଇ ଗମନ କରନ୍ତୁ।


ଆଉ ଦ୍ଵିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକି ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା-ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।


ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶଦ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ ;


ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକି ଆସିଲେ, ଆଉ ଛାଉଣିରେ ବାସ କଲେ।


ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ର୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳାଯାଇଥିଲେ।


Swiv nou:

Piblisite


Piblisite