Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:10 - ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି ଅଧୋମୁଖ ହୋଇ ଭୂମିରେ ପଡ଼ିଅଛ? ଛିଡ଼ା ହୁଅ!

Gade chapit la Kopi




ଯିହୋଶୂୟ 7:10
7 Referans Kwoze  

ଅନନ୍ତର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା; କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।


ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣକୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।


ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କଅଣ କରିବ?


ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।


ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;


Swiv nou:

Piblisite


Piblisite