Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:5 - ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ଵାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।

Gade chapit la Kopi




ଯିହୋଶୂୟ 7:5
10 Referans Kwoze  

ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଉପରିସ୍ଥ ସ୍ଵର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ଵର ଅଟନ୍ତି।


ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ତ୍ରାସ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।


ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ବିଷର୍ଣ୍ଣତା ପଠାଇବା ଓ (ବାୟୁରେ) ଚାଳିତ ପତ୍ରର ଶଦ୍ଦ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ଼୍‍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।


ସେ ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେସମସ୍ତଙ୍କର ମୁଖ ମଳିନ ହୋଇଅଛି।


ଆଉ, ତୁମ୍ଭେ କିହେତୁ ଦୀର୍ଘ ନିଃଶ୍ଵାସ ଛାଡ଼ୁଅଛ? ଏ କଥା ଯେବେ ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ଵାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳା; ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;


ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।


ଅନନ୍ତର ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ-ଜଳ କିରୂପେ ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ-ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।


ଏନିମନ୍ତେ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ଦେଲେ ଓ ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।


ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।


Swiv nou:

Piblisite


Piblisite