Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:12 - ପବିତ୍ର ବାଇବଲ (Re-edited) - (BSI)

12 ଦାନ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।

Gade chapit la Kopi

ଓଡିଆ ବାଇବେଲ

12 ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।

Gade chapit la Kopi

ପବିତ୍ର ବାଇବଲ

12 ଦାନ ପରିବାରବର୍ଗର ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।

Gade chapit la Kopi




ଗଣନା ପୁସ୍ତକ 1:12
5 Referans Kwoze  

ଦଶମ ଦିନ ଦାନ-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା;


ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।


ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ-ଛାଉଣିର ଧ୍ଵଜା ରହିବ; ପୁଣି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେସର ଦାନ-ସନ୍ତାନଗଣର ଅଧିପତି ହେବ;


ବିନ୍ୟାମିନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍।


ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।


Swiv nou:

Piblisite


Piblisite