Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:22 - ପବିତ୍ର ବାଇବଲ (Re-edited) - (BSI)

22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ

22 ଶିମିୟୋନ ବଂଶର ସେମାମାନଙ୍କର ପିତୃଗୃହ, ନାମ ଏବଂ ସଂଖ୍ୟା କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ପୁରୁଷ ସୈନ୍ୟ ବିଭାଗରେ ଦାଖଲ ହେବାକୁ ଯୋଗ୍ୟ।

Gade chapit la Kopi




ଗଣନା ପୁସ୍ତକ 1:22
11 Referans Kwoze  

ଶିମୀୟୋନର ପୁତ୍ର ଯିମୁଏଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।


ଅନନ୍ତର ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।


ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ; ଏଣୁ ସେ ତାହାର ନାମ ଶିମୀୟୋନ୍ (ଶ୍ରବଣ) ଦେଲା।


ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।


ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।


ମୋହର ଶୈଳ ସ୍ଵରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକି ସଂଗ୍ରାମ ଶିଖାନ୍ତି।


ଶିମୀୟୋନ ବଂଶରୁ ଦ୍ଵାଦଶ ସହସ୍ର, ଲେବୀ ବଂଶରୁ ଦ୍ଵାଦଶ ସହସ୍ର, ଇସାଖର ବଂଶରୁ ଦ୍ଵାଦଶ ସହସ୍ର,


Swiv nou:

Piblisite


Piblisite