Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:30 - ପବିତ୍ର ବାଇବଲ (Re-edited) - (BSI)

30 ସବୂଲୂନ୍-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

30 ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ

30 ସବୂଲୂନ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi




ଗଣନା ପୁସ୍ତକ 1:30
7 Referans Kwoze  

ସବୂଲୂନ୍ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି ସୀଦୋନ୍ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।


ସବୂଲୂନର ପୁତ୍ର ସେରଦ ଓ ଏଲୋନ୍ ଓ ଯହଲେଲ।


ତହୁଁ ଲେୟା କହିଲା, ପରମେଶ୍ଵର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ଵାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି; ଏହେତୁ ସେ ତାହାର ନାମ ସବୂଲୂନ୍ (ବାସ) ରଖିଲା।


ଇଷାଖର ବଂଶର ଗଣିତ ଲୋକସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।


ସବୂଲୂନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।


Swiv nou:

Piblisite


Piblisite