Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:4 - ପବିତ୍ର ବାଇବଲ (Re-edited) - (BSI)

4 ପୁଣି ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।

Gade chapit la Kopi

ପବିତ୍ର ବାଇବଲ

4 ପ୍ରତ୍ୟେକ ପରିବାରବର୍ଗରୁ ଜଣେ ଅର୍ଥାତ୍ ପରିବାରବର୍ଗର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହାୟକ ହେବ।

Gade chapit la Kopi




ଗଣନା ପୁସ୍ତକ 1:4
19 Referans Kwoze  

ଏମାନେ ମଣ୍ତଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।


ପୁଣି ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।


ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।


ତହୁଁ ମୁଁ ତୁମ୍ଭମାନଙ୍କ ବଂଶସମୂହ ମଧ୍ୟରୁ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ ଓ ସହସ୍ରପତି ଓ ଶତପତି ଓ ପଚାଶତପତି ଓ ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।


ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଫେରିବ।


ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ଵରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ, ଓ ଅନ୍ୟାୟ-ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର।


ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।


ଅନନ୍ତର ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନ-ବର୍ଗଙ୍କୁ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ପିତୃଗୃହାଧି-ପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।


ଏହି ଲୋକମାନେ ଗଣିତ ହେଲେ; ମୋଶା ଓ ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍; ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।


ଅନନ୍ତର ମୋଶା ଓ ହାରୋଣ ଓ ମଣ୍ତଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ


ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।


Swiv nou:

Piblisite


Piblisite