Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:4 - ପବିତ୍ର ବାଇବଲ (Re-edited) - (BSI)

4 ଆଉ ଯେବେ ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍‍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍‍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।

Gade chapit la Kopi

ପବିତ୍ର ବାଇବଲ

4 ଯଦି ସେମାନେ ଏକ ତୂରୀ ବଜାଇବେ ତେବେ ପରିବାରବର୍ଗର ଅଧିପତିମାନେ ତୁମ୍ଭ ନିକଟରେ ଏକତ୍ରିତ ହେବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 10:4
4 Referans Kwoze  

ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ଵରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ, ଓ ଅନ୍ୟାୟ-ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର।


ତହୁଁ ମୁଁ ତୁମ୍ଭମାନଙ୍କ ବଂଶସମୂହ ମଧ୍ୟରୁ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ ଓ ସହସ୍ରପତି ଓ ଶତପତି ଓ ପଚାଶତପତି ଓ ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


Swiv nou:

Piblisite


Piblisite