Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:3 - ପବିତ୍ର ବାଇବଲ (Re-edited) - (BSI)

3 ତେଣୁ ସେହି ସ୍ଥାନର ନାମ ତବୀୟେରା (ଦହନ) ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କରିଥିଲା।

Gade chapit la Kopi

ଓଡିଆ ବାଇବେଲ

3 ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ସେହି ସ୍ଥାନର ନାମ ତବିୟେରା ହେଲା କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।

Gade chapit la Kopi




ଗଣନା ପୁସ୍ତକ 11:3
4 Referans Kwoze  

ପୁଣି ତୁମ୍ଭେମାନେ ତବିୟେରାରେ ଓ ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।


ଅନନ୍ତର ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକ-ମାନଙ୍କର ଜନତା ଲୋଭାକ୍ରା; ହେବାକୁ ଲାଗିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?


ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।


ଏହେତୁ ସଦାପ୍ରଭୁ ଶୁଣି କୋପାନ୍ଵିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ଵଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ହିଁ କ୍ରୋଧ ଉଠିଲା;


Swiv nou:

Piblisite


Piblisite