Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:6 - ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ଛଡ଼ା ଆଉ ଦେଖିବାକୁ କିଛି ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

6 ମାତ୍ର ଏବେ ଆମ୍ଭେମାନେ ଦୁର୍ବଳ ହୋଇ ଯାଉଅଛୁ, ଏଠି ଖାଇବାକୁ କିଛି ନାହିଁ, ଏହି ମାନ୍ନା ଛଡ଼ା ଆଉ ଦେଖିବାକୁ କିଛି ନାହିଁ,।”

Gade chapit la Kopi




ଗଣନା ପୁସ୍ତକ 11:6
3 Referans Kwoze  

ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଏଣୁ ସେ ଅମ୍ନୋନକୁ ପଚାରିଲା, ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ? ଏଥିରେ ଅମ୍ନୋନ ତାହାକୁ କହିଲା, ମୁଁ ମୋର ଭ୍ରାତା ଅବଶାଲୋମର ଭଗିନୀ ତାମର ପ୍ରତି କାମାସକ୍ତ ଅଟେ।


ମାତ୍ର ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।


Swiv nou:

Piblisite


Piblisite