Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:9 - ପବିତ୍ର ବାଇବଲ (Re-edited) - (BSI)

9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ବେଳେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲାବେଳେ ତା’ ସହିତ ମାନ୍ନା ଝଡିଲା।

Gade chapit la Kopi




ଗଣନା ପୁସ୍ତକ 11:9
6 Referans Kwoze  

ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ଵର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।


ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ମନ୍ଦ ମନ୍ଦ ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।


ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଦ୍ଧ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ଵ ପିଠା ପରି ତହିଁର ସ୍ଵାଦ ଥିଲା।


ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ଵୁ ଦ୍ଵାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା; ପୁଣି ମୋଶା ହିଁ ଅସନ୍ତୁଷ୍ଟ ହେଲେ।


Swiv nou:

Piblisite


Piblisite