Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 12:9 - ପବିତ୍ର ବାଇବଲ (Re-edited) - (BSI)

9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।

Gade chapit la Kopi

ଓଡିଆ ବାଇବେଲ

9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ

9 ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।

Gade chapit la Kopi




ଗଣନା ପୁସ୍ତକ 12:9
5 Referans Kwoze  

ସେମାନେ ଆପଣା ଆପଣା ଅପରାଧ ସ୍ଵୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଯନିରେ ଆମ୍ଭର ଅନ୍ଵେଷଣ କରିବେ।


ଅନନ୍ତର ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ଵଳିତ ହୋଇ ଛାଉଣିର ପ୍ରା; ଭାଗ ଗ୍ରାସ କଲା।


ଏପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ଵର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ଵଗମନ କଲେ।


ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି ଅବ୍ରହାମ ହିଁ ସ୍ଵସ୍ଥାନକୁ ଫେରିଗଲେ।


ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ଵୁ ଦ୍ଵାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା; ପୁଣି ମୋଶା ହିଁ ଅସନ୍ତୁଷ୍ଟ ହେଲେ।


Swiv nou:

Piblisite


Piblisite