Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 13:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 13:1
10 Referans Kwoze  

ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ।


ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ଵାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ।


ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ; ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣ ନେଲୁ।


ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ଵାଦ ଆଣି ଦେଲି।


ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;


ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।


ପୁଣି ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।


ତହିଁ ଉତ୍ତାରେ ସଦାପ୍ରଭୁ ଯେସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ଵାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।


ଅନନ୍ତର ନୂନର ପୁତ୍ର ଯିହୋଶୂୟ ଶିଟିମଠାରୁ ଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର। ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ବସା କଲେ।


ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।


Swiv nou:

Piblisite


Piblisite