Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 13:9 - ପବିତ୍ର ବାଇବଲ (Re-edited) - (BSI)

9 ବିନ୍ୟାମିନ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି;

Gade chapit la Kopi

ଓଡିଆ ବାଇବେଲ

9 ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍‍ଟି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି;

Gade chapit la Kopi

ପବିତ୍ର ବାଇବଲ

9 ବିନ୍ୟାମୀନ ଗୋଷ୍ଠୀବର୍ଗ ମଧ୍ୟରୁ ରାଫୁର ପୁତ୍ର ପ‌ଲ୍‌ଟି।

Gade chapit la Kopi




ଗଣନା ପୁସ୍ତକ 13:9
6 Referans Kwoze  

ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;


ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;


ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଫାରୋ ଓ ସମସ୍ତ ମିସର ପ୍ରତି ଯେ ଯେ କର୍ମ କରିଅଛନ୍ତି;


ତୁମ୍ଭେ ସେମାନଙ୍କଠାରୁ ତ୍ରାସଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ଵର।


ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ତ୍ରାସଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।


ପୁଣି ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।


Swiv nou:

Piblisite


Piblisite