Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:1 - ପବିତ୍ର ବାଇବଲ (Re-edited) - (BSI)

1 ଏଥିରେ ସମସ୍ତ ମଣ୍ତଳୀ ଉଚ୍ଚସ୍ଵରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ

1 ସମସ୍ତ ମଣ୍ତଳୀ ସେହି ରାତ୍ରିରେ ଛାଉଣିରେ ଉଚ୍ଚସ୍ୱରରେ ରୋଦନ କଲେ।

Gade chapit la Kopi




ଗଣନା ପୁସ୍ତକ 14:1
13 Referans Kwoze  

ତେବେ ତୁମ୍ଭେମାନେ ଫେରି ଆସି ସଦାପ୍ରଭୁଙ୍କ ଛାମୁରେ ରୋଦନ କଲ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ରବରେ ମନୋଯୋଗ କଲେ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି କର୍ଣ୍ଣପାତ କଲେ ନାହିଁ।


ଅନନ୍ତର ଫାରୋ ଲୋକମାନଙ୍କୁ ଛାଡ଼ି ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ଵର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ଵର କହିଲେ, ଯୁଦ୍ଧ ଦେଖିଲେ ପଛେ ଲୋକମାନେ ଅନୁତାପ କରି ମିସରକୁ ଫେରିଯାଆନ୍ତି।


ଲୋକମାନେ ଏହି ଅଶୁଭ ସମ୍ଵାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।


ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।


ପୁଣି ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ କହିଲେ, ଆହା, ଆମ୍ଭେମାନେ ଯେବେ ମିସର ଦେଶରେ ମରିଥାʼନ୍ତୁଣ! ଆହା, ଆମ୍ଭେମାନେ ଯେବେ ଏହି ପ୍ରାନ୍ତରରେ ମରିଥାʼନ୍ତୁ !


ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।


ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।


ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ଵାସ କଲେ ନାହିଁ।


ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;


ତହିଁ ଉତ୍ତାରେ ସଦାପ୍ରଭୁ ଯେସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ଵାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।


ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ଵରଙ୍କର ଅନୁଗତ ହେଲି।


ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


Swiv nou:

Piblisite


Piblisite